Online Bible

- Reklamy -




1 ରାଜାବଳୀ 1:38 - ପବିତ୍ର ବାଇବଲ

38 ତେଣୁ ଯାଜକ ସାଦୋକ, ଭବିଷ୍ୟ‌ଦ୍‌ବକ୍ତା ନାଥନ ଓ ଯିହୋୟାଦାର ପୁତ୍ର ବନାୟ ଏବଂ ରାଜାଙ୍କର ଦାସମାନେ ତାଙ୍କର ରାଜକୀୟ ଆଦେଶ ପାଳନ କଲେ। ସେମାନେ ଶଲୋମନଙ୍କୁ ରାଜା ଦାଉଦଙ୍କର ଗଧ ଉପରେ ବସାଇ ଗୀହୋନ ଝରଣା ନିକଟକୁ ନେଇଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ଏଥିରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ଓ ଯିହୋୟାଦାର ପୁତ୍ର ବନାୟ ଓ କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

38 ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଏଥିରେ ସାଦୋକ ଯାଜକ, ନାଥନ ଭବିଷ୍ୟଦ୍‍ବକ୍ତା, ଯିହୋୟାଦାର ପୁତ୍ର ବନାୟ, କରେଥୀୟ ଓ ପଲେଥୀୟ ଲୋକମାନେ ଯାଇ ଶଲୋମନଙ୍କୁ ଦାଉଦ ରାଜାଙ୍କର ଖଚର ଉପରେ ଆରୋହଣ କରାଇ ଗୀହୋନକୁ ଆଣିଲେ।

Viz kapitola kopírovat




1 ରାଜାବଳୀ 1:38

Následuj nás:

Reklamy


Reklamy