Online Bible

- Reklamy -




1 ରାଜାବଳୀ 1:44 - ପବିତ୍ର ବାଇବଲ

44 ପୁଣି ରାଜା ଯାଜକ ସାଦୋକକୁ, ଭବିଷ୍ୟ‌ଦ୍‌ବକ୍ତା ନାଥନଙ୍କୁ, ଯିହୋୟାଦାର ପୁତ୍ର ବନାୟକୁ ଓ ରାଜାଙ୍କର ସମସ୍ତ କର୍ମଗ୍ଭରୀଗଣଙ୍କୁ ତାଙ୍କ ସହିତ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ପୁଣି ରାଜା ସାଦୋକ ଯାଜକକୁ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;

Viz kapitola kopírovat

ଓଡିଆ ବାଇବେଲ

44 ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି, ରାଜା ସାଦୋକ ଯାଜକଙ୍କୁ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଯିହୋୟାଦାର ପୁତ୍ର ବନାୟକୁ, ପୁଣି, କରେଥୀୟ ଓ ପଲେଥୀୟମାନଙ୍କୁ ତାଙ୍କ ସଙ୍ଗେ ପଠାଇଲେ ଓ ସେମାନେ ତାଙ୍କୁ ରାଜାଙ୍କ ନିଜ ଖଚରରେ ଆରୋହଣ କରାଇଲେ;

Viz kapitola kopírovat




1 ରାଜାବଳୀ 1:44

Následuj nás:

Reklamy


Reklamy