Online Bible

- Reklamy -




1 ରାଜାବଳୀ 1:45 - ପବିତ୍ର ବାଇବଲ

45 ତା'ପରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟ‌ଦ୍‌ବକ୍ତା ଶଲୋମନଙ୍କୁ ଗୀହୋନ ଝରଣା ନିକଟରେ ଅଭିଷେକ କରାଇଲେ। ତା'ପରେ ସେମାନେ ନଗରରେ ପ୍ରବେଶ କଲେ ଓ ଲୋକମାନେ ତାଙ୍କ ପଶ୍ଚା‌ତ୍‌ଧାବନ କଲେ। ବର୍ତ୍ତମାନ ସମସ୍ତ ନଗରବାସୀ ମହାଆନନ୍ଦିତ ଓ ସେହି ଆନନ୍ଦଧ୍ୱନି ତୁମ୍ଭେ ଶୁଣୁଥିଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ଆଉ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶଦ୍ଦରେ ନଗର ପରିପୂର୍ଣ୍ଣ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶଦ୍ଦ।

Viz kapitola kopírovat

ଓଡିଆ ବାଇବେଲ

45 ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଆଉ, ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଗୀହୋନରେ ରାଜାଭିଷିକ୍ତ କଲେ ଓ ସେମାନେ ସେଠାରୁ ଏପରି ଆନନ୍ଦ କରି କରି ଆସିଲେ ଯେ, ତହିଁର ଶବ୍ଦରେ ନଗରରେ କୋଳାହଳ ହେଲା। ତୁମ୍ଭେମାନେ ଯାହା ଶୁଣିଲ, ତାହା ସେହି ଶବ୍ଦ।

Viz kapitola kopírovat




1 ରାଜାବଳୀ 1:45

Následuj nás:

Reklamy


Reklamy