1 ରାଜାବଳୀ 1:50 - ପବିତ୍ର ବାଇବଲ50 ଅଦୋନିୟ ମଧ୍ୟ ଭୟ କଲା। କାରଣ ସେ ଶଲୋମନଙ୍କୁ ଭୟ କରୁଥିଲା। ତେଣୁ ସେ ଉଠିଯାଇ ଯଜ୍ଞବେଦିର ଶିଙ୍ଗକୁ ଅବଲମ୍ବନ କଲା Viz kapitolaପବିତ୍ର ବାଇବଲ (Re-edited) - (BSI)50 ଆଉ ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଅବଲମ୍ଵନ କଲା। Viz kapitolaଓଡିଆ ବାଇବେଲ50 ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା। Viz kapitola |