1 ରାଜାବଳୀ 1:51 - ପବିତ୍ର ବାଇବଲ51 ତା'ପରେ କେହି ଜଣେ ଶଲୋମନକୁ ସମ୍ବାଦ ଦେଲା, “ଅଦୋନୀୟ ତୁମ୍ଭକୁ ଭୟ କରୁଅଛି। ତେଣୁ ସେ ଯଜ୍ଞବେଦିର ଶିଙ୍ଗକୁ ଅବଲମ୍ବନ କରିଅଛି। ସେ ଛାଡ଼ିବା ପାଇଁ ମନା କରି କହୁଅଛି, ‘ଶଲୋମନ ରାଜା ଆପଣା ଦାସ ଅଦୋନିୟକୁ ହତ୍ୟା କରିବେ ନାହିଁ ବୋଲି ପ୍ରତିଜ୍ଞା କରି କୁହନ୍ତୁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)51 ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ଵନ କରି କହୁଅଛି, ଶଲୋମନ ରାଜା ଯେ ଆପଣା ଦାସକୁ ଖଡ଼୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ। Viz kapitolaଓଡିଆ ବାଇବେଲ51 ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋ’ ନିକଟରେ ଶପଥ କରନ୍ତୁ।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ।’” Viz kapitola |