1 ରାଜାବଳୀ 1:52 - ପବିତ୍ର ବାଇବଲ52 ତହିଁରେ ଶଲୋମନ ଉତ୍ତର କଲେ, “ଯଦି ଅଦୋନିୟ ନିଜକୁ ଜଣେ ଉତ୍ତମ ଲୋକ ବୋଲି ପ୍ରମାଣ କରିବ ତେବେ ମୁଁ ପ୍ରତିଜ୍ଞା କରୁଛି ତା'ର କେଶ ମଧ୍ୟ କେହି ସ୍ପର୍ଶ କରିବେ ନାହିଁ। କିନ୍ତୁ ଯଦି ସେ କୁକର୍ମ କାର୍ଯ୍ୟ କରେ ସେ ନିଶ୍ଚିତ ବଧ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)52 ତହିଁରେ ଶଲୋମନ କହିଲେ, ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ। Viz kapitolaଓଡିଆ ବାଇବେଲ52 ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।” Viz kapitola |