1 ରାଜାବଳୀ 1:7 - ପବିତ୍ର ବାଇବଲ7 ପୁଣି ସେ ସରୁୟାର ପୁତ୍ର ଯୋୟାବ ଓ ଅବିୟାଥର ଯାଜକ ସହିତ ପରାମର୍ଶ କଲେ। ସେମାନେ ଅଦୋନିୟର ଅନୁଗତ ହୋଇ ତାଙ୍କୁ ରାଜା କରିବାକୁ ସାହାଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ। Viz kapitolaଓଡିଆ ବାଇବେଲ7 ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ। Viz kapitola |