1 ରାଜାବଳୀ 10:11 - ପବିତ୍ର ବାଇବଲ11 ହୀରମଙ୍କର ଜାହାଜରେ ଓଫୀରରୁ ସୁନା ଆସିଥିଲା, ସେହିସବୁ ଜାହାଜରେ ମଧ୍ୟ ଓଫୀରରୁ ପ୍ରଚୁର ଚନ୍ଦନ କାଠ ଓ ରତ୍ନ ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ହୀରମ୍ର ଯେ ଯେ ଜାହାଜରେ ଓଫୀରରୁ ସୁନା ଆସିଲା, ସେସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା। Viz kapitolaଓଡିଆ ବାଇବେଲ11 ଆଉ ହୂରମ୍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ହୂରମ୍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା। Viz kapitola |