1 ରାଜାବଳୀ 10:13 - ପବିତ୍ର ବାଇବଲ13 ତତ୍ପରେ ଶଲୋମନ ରାଜା ଶିବାର ରାଣୀଙ୍କୁ ରାଜ ଯୋଗ୍ୟ ଉପହାରମାନ ଦେଲେ। ଆଉ ମଧ୍ୟ ରାଣୀଙ୍କ ମାଗିବାନୁସାରେ ସେ ସମସ୍ତ ଜିନିଷ ଦେଲେ। ଏହା ପରେ ରାଣୀ ଓ ତାଙ୍କର ଦାସମାନେ ସ୍ୱଦେଶକୁ ପ୍ରତ୍ୟାବର୍ତ୍ତନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ। Viz kapitolaଓଡିଆ ବାଇବେଲ13 ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ। Viz kapitola |