Online Bible

- Reklamy -




1 ରାଜାବଳୀ 10:15 - ପବିତ୍ର ବାଇବଲ

15 କାର୍ଗ ଜାହାଜର ସୁବର୍ଣ୍ଣ ବ୍ୟତୀତ ରାଜା ଶଲୋମନ ମିଶ୍ରିତ ରାଜାଗଣଙ୍କଠାରୁ ଓ ଅନ୍ୟ ଶାସକମାନଙ୍କଠାରୁ ଓ ବଣିକମାନଙ୍କ ବ୍ୟବସାୟରୁ ସୁବର୍ଣ୍ଣ ପାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।

Viz kapitola kopírovat

ଓଡିଆ ବାଇବେଲ

15 ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।

Viz kapitola kopírovat




1 ରାଜାବଳୀ 10:15

Následuj nás:

Reklamy


Reklamy