Online Bible

- Reklamy -




1 ରାଜାବଳୀ 10:16 - ପବିତ୍ର ବାଇବଲ

16 ସେ ମଧ୍ୟ ପିଟା ସୁନାରେ 200 ବଡ଼ ଢାଲ ପ୍ରସ୍ତୁତ କଲେ। ପ୍ରତି ଢାଲରେ 600 ଶେକଲ ସୁନା ଲାଗିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ଶଲୋମନ ରାଜା ପିଟା-ସୁନାରେ ଦୁଇ ଶହ ବଡ଼ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ଛଅ ଶହ ଶେକଲ ସୁନା ଲାଗିଲା।

Viz kapitola kopírovat

ଓଡିଆ ବାଇବେଲ

16 ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ଛଅ ଶହ ଶେକଲ ସୁନା ଲାଗିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ଛଅ ଶହ ଶେକଲ ସୁନା ଲାଗିଲା।

Viz kapitola kopírovat




1 ରାଜାବଳୀ 10:16

Následuj nás:

Reklamy


Reklamy