Online Bible

- Reklamy -




1 ରାଜାବଳୀ 10:17 - ପବିତ୍ର ବାଇବଲ

17 ଆଉ ମଧ୍ୟ ସେ ପିଟା ସୁନାରେ 300 ଛୋଟ ଢାଲ ପ୍ରସ୍ତୁତ କଲେ ଓ ପ୍ରତି ଢାଲରେ 300 ସେର ସୁନା ଲାଗିଲା। ରାଜା ସେ ସବୁକୁ ଲିବାନୋନ-ଅରଣ୍ୟ ନାମକ ଗୃହରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ ସେ ପିଟା-ସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ଶହ ସେର ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ-ଗୃହରେ ତାହାସବୁ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

17 ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ-ଗୃହରେ ତାହାସବୁ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।

Viz kapitola kopírovat




1 ରାଜାବଳୀ 10:17

Následuj nás:

Reklamy


Reklamy