1 ରାଜାବଳୀ 10:19 - ପବିତ୍ର ବାଇବଲ19 ସେହି ସିଂହାସନକୁ ଯିବାକୁ ଛଅଟି ପାବଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼େ ଗୋଲାକାର ଥିଲା। ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତ ଲମ୍ବିତ ଥିଲା ଓ ସେହି ଲମ୍ବିଥିବା ହସ୍ତ ନିକଟରେ ଦୁଇଟି ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରିଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ଵନ ଥିଲା ଓ ସେହି ହସ୍ତାବଲମ୍ଵନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। Viz kapitolaଓଡିଆ ବାଇବେଲ19 ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। Viz kapitola |