Online Bible

- Reklamy -




1 ରାଜାବଳୀ 10:2 - ପବିତ୍ର ବାଇବଲ

2 ଶିବାର ରାଣୀ ବହୁ ଦାସଦାସୀଙ୍କ ଗହଣରେ ଯିରୁଶାଲମକୁ ଆସିବା ବେଳେ ସଙ୍ଗରେ ଓଟ ପୃଷ୍ଠରେ ସୁଗନ୍ଧି ଦ୍ରବ୍ୟ, ବିଭିନ୍ନ ରତ୍ନ ଓ ବହୁ ସୁବର୍ଣ୍ଣ ଆଣି ଶଲୋମନଙ୍କୁ ଭେଟିଲେ ଓ ଆପଣାର ମନୋନୀତ ପ୍ରଶ୍ନ ଶଲୋମନଙ୍କୁ ପଗ୍ଭରିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ଵର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।

Viz kapitola kopírovat

ଓଡିଆ ବାଇବେଲ

2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।

Viz kapitola kopírovat




1 ରାଜାବଳୀ 10:2

Následuj nás:

Reklamy


Reklamy