Online Bible

- Reklamy -




1 ରାଜାବଳୀ 10:20 - ପବିତ୍ର ବାଇବଲ

20 ଆଉ ସେହି ଛଅ ପାବଛ ଉପରେ ପ୍ରତି ପାବଛର ଦୁଇ ପାଖରେ ଦୁଇଟି ଲେଖାଏ ସିଂହମୂର୍ତ୍ତି, ଏହିପରି ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। ଏପରି ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇ ପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

20 ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇ ପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।

Viz kapitola kopírovat




1 ରାଜାବଳୀ 10:20

Následuj nás:

Reklamy


Reklamy