1 ରାଜାବଳୀ 10:22 - ପବିତ୍ର ବାଇବଲ22 ହୀରମଙ୍କ ଜାହାଜ ସହିତ ରାଜା ଶଲୋମନଙ୍କର ବାଣିଜ୍ୟ ଜାହାଜ ସମୁଦ୍ରରେ ଥିଲା, ଯାହାକି ପ୍ରତି ତିନି ବର୍ଷରେ ଥରେ ସୁନା, ରୂପା, ହସ୍ତୀଦାନ୍ତ, ବାନର ଓ ମୟୂର ନେଇ ଆସୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 କାରଣ ସମୁଦ୍ରରେ ହୀରମ୍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦ; ଓ ବାନର ଓ ମୟୂର ନେଇ ଆସନ୍ତି। Viz kapitolaଓଡିଆ ବାଇବେଲ22 କାରଣ, ସମୁଦ୍ରରେ ହୂରମ୍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ, ସମୁଦ୍ରରେ ହୂରମ୍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି। Viz kapitola |