1 ରାଜାବଳୀ 10:23 - ପବିତ୍ର ବାଇବଲ23 ଶଲୋମନ ପୃଥିବୀର ସର୍ବଶ୍ରେଷ୍ଠ ରାଜା ଥିଲେ। କାରଣ ଐଶ୍ୱର୍ଯ୍ୟରେ ଓ ଧନରେ ତାଙ୍କଠାରୁ ଅଧିକ କୌଣସି ରାଜା ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏହିରୂପେ ଶଲୋମନ ରାଜା ଐଶ୍ଵର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ। Viz kapitolaଓଡିଆ ବାଇବେଲ23 ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ। Viz kapitola |