Online Bible

- Reklamy -




1 ରାଜାବଳୀ 10:25 - ପବିତ୍ର ବାଇବଲ

25 ପ୍ରତି ବର୍ଷ ସାକ୍ଷାତକାରୀମାନେ କିଛିନା କିଛି ଭେଟି ଆଣି ରାଜାଙ୍କୁ ଦେଖା କରୁଥିଲେ। ସେମାନେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଭେଟି ଆଣୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟୀ ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର ଓ ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ ଓ ଅଶ୍ଵ ଓ ଖଚର ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

25 ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟୀ ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟି ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।

Viz kapitola kopírovat




1 ରାଜାବଳୀ 10:25

Následuj nás:

Reklamy


Reklamy