1 ରାଜାବଳୀ 10:26 - ପବିତ୍ର ବାଇବଲ26 ଏହିପରି ରାଜା ଶଲୋମନଙ୍କର ବହୁତଗୁଡ଼ିଏ ରଥ ଓ ଅଶ୍ୱାରୋହୀ ହୋଇଗଲେ। ତାଙ୍କର 1,400 ରଥ ଓ 12,000 ଅଶ୍ୱାରୋହୀ ଥିଲେ। ସେ ତାଙ୍କର ରଥଗୁଡ଼ିକ ପାଇଁ ସ୍ୱତନ୍ତ୍ର ନଗର ନିର୍ମାଣ କଲେ ଓ ସେ କିଛି ରଥ ଯିରୁଶାଲମ ନଗରରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ ଶଲୋମନ ରଥ ଓ ଅଶ୍ଵାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ଵାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ। Viz kapitolaଓଡିଆ ବାଇବେଲ26 ଆଉ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ। Viz kapitola |