Online Bible

- Reklamy -




1 ରାଜାବଳୀ 10:29 - ପବିତ୍ର ବାଇବଲ

29 ମିଶରର ଏକ ଏକ ରଥର ମୂଲ୍ୟ 600 ରୌପ୍ୟମୁଦ୍ରା ଥିଲା ଓ ଗୋଟିଏ ଗୋଟିଏ ଅଶ୍ୱର ମୂଲ୍ୟ 150 ରୌପ୍ୟ ମୁଦ୍ରା ଥିଲା। ରାଜା ଶଲୋମନ ସେହି ରଥ ଓ ଅଶ୍ୱକୁ ହିତ୍ତୀୟ ଅରାମୀୟ ରାଜାଙ୍କୁ ବିକ୍ରି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଏହିରୂପେ ସେମାନଙ୍କ ଦ୍ଵାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି ମିସରର ଏକ ଏକ ରଥ ଛଅ ଶହ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ଵ ଏକ ଶହ ପଚାଶ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।

Viz kapitola kopírovat

ଓଡିଆ ବାଇବେଲ

29 ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।

Viz kapitola kopírovat




1 ରାଜାବଳୀ 10:29

Následuj nás:

Reklamy


Reklamy