Online Bible

- Reklamy -




1 ରାଜାବଳୀ 10:5 - ପବିତ୍ର ବାଇବଲ

5 ରାଣୀ ରାଜାଙ୍କର ଟେବୁଲରେ ଭିନ୍ନ ଖାଦ୍ୟଦ୍ରବ୍ୟ, ରାଜାଙ୍କର ଅଧିକାରୀଗଣ, ସେମାନଙ୍କର ସେବା, ସେମାନଙ୍କ ବସ୍ତୁ, ରାଜାଙ୍କର କପ୍ ବାହକଗଣ ଓ ସଦାପ୍ରଭୁଙ୍କ ମନ୍ଦିରରେ ରାଜା ଉତ୍ସର୍ଗ କରିଥିବା ନୈବେଦ୍ୟ ଦେଖି ‘ସ୍ତମ୍ଭିଭୁତ ହୋଇଗଲେ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କ ଆସନ ଓ ତାଙ୍କ ମନ୍ତ୍ରୀମାନଙ୍କ ସେବା ଓ ସେମାନଙ୍କ ବସ୍ତ୍ର ଓ ପାନପାତ୍ରବାହକଗଣ ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।

Viz kapitola kopírovat

ଓଡିଆ ବାଇବେଲ

5 ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।

Viz kapitola kopírovat




1 ରାଜାବଳୀ 10:5

Následuj nás:

Reklamy


Reklamy