Online Bible

- Reklamy -




1 ରାଜାବଳୀ 10:6 - ପବିତ୍ର ବାଇବଲ

6 ସେ ଶଲୋମନଙ୍କୁ କହିଲେ, “ମୁଁ ନିଜ ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ବିଷୟରେ ଓ ଆପଣଙ୍କ ଜ୍ଞାନ ସମ୍ବନ୍ଧରେ ଯାହା ଶୁଣିଥିଲି, ତାହା ସତ୍ୟ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ସେ ରାଜାଙ୍କୁ କହିଲା, ମୁଁ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ଵାଦ ପାଇଥିଲି, ତାହା ସତ୍ୟ।

Viz kapitola kopírovat

ଓଡିଆ ବାଇବେଲ

6 ତହୁଁ ସେ ରାଜାଙ୍କୁ କହିଲେ, “ମୁଁ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲି, ତାହା ସତ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ସେ ରାଜାଙ୍କୁ କହିଲେ, “ମୁଁ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲି, ତାହା ସତ୍ୟ।

Viz kapitola kopírovat




1 ରାଜାବଳୀ 10:6

Následuj nás:

Reklamy


Reklamy