Online Bible

- Reklamy -




1 ରାଜାବଳୀ 10:7 - ପବିତ୍ର ବାଇବଲ

7 ମୁଁ ଆଖିରେ ନ ଦେଖିବା ପର୍ଯ୍ୟନ୍ତ ବିଶ୍ୱାସ କରି ପାରିଲି ନାହିଁ। ବର୍ତ୍ତମାନ ସେ ସବୁ ନିଜ ଆଖିରେ ଦେଖିଅଛି। ଯାହାସବୁ ମୁଁ ଶୁଣିଥିଲି, ତୁଳନାତ୍ମକ ମୁଁ ତାହା ପାଇଛି, ଜିନିଷଗୁଡ଼ିକ ମୁଁ ଏଠାରେ ଯାହା ଦେଖୁଛି ବହୁତ ବଡ଼ ଅଟେ। ତୁମ୍ଭର ଜ୍ଞାନ ଓ ଐଶ୍ୱର୍ଯ୍ୟର କଥା ଯାହା ମୋତେ ଲୋକମାନେ କହିଥିଲେ, ତା'ଠାରୁ ବହୁତ ଅଧିକ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବାଯାଏ ସେକଥା ବିଶ୍ଵାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ଵର୍ଯ୍ୟ ଅଧିକ।

Viz kapitola kopírovat

ଓଡିଆ ବାଇବେଲ

7 ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ସେକଥା ବିଶ୍ୱାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ୱର୍ଯ୍ୟ ଅଧିକ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ସେ କଥା ବିଶ୍ୱାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ୱର୍ଯ୍ୟ ଅଧିକ।

Viz kapitola kopírovat




1 ରାଜାବଳୀ 10:7

Následuj nás:

Reklamy


Reklamy