Online Bible

- Reklamy -




1 ରାଜାବଳୀ 11:10 - ପବିତ୍ର ବାଇବଲ

10 ସେ ଶଲୋମନଙ୍କୁ ଇସ୍ରାଏଲର ପରମେଶ୍ୱର ବ୍ୟତୀତ ଅନ୍ୟ କୌଣସି ଦେବଗଣର ପଶ୍ଚା‌ଦ୍‌ଗାମୀ ନ ହେବାକୁ ଆଜ୍ଞା ଦେଇଥିଲେ। ମାତ୍ର ସେ ପରମେଶ୍ୱରଙ୍କର ଆଜ୍ଞା ପାଳନ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

10 ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍‍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍‍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।

Viz kapitola kopírovat




1 ରାଜାବଳୀ 11:10

Následuj nás:

Reklamy


Reklamy