1 ରାଜାବଳୀ 11:11 - ପବିତ୍ର ବାଇବଲ11 ସଦାପ୍ରଭୁ ଶଲୋମନକୁ କହିଲେ, “ଯେହେତୁ ତୁମ୍ଭେ ଆମ୍ଭର ନିୟମ ଓ ବିଧି ଭଙ୍ଗ କଲ ଓ ଆମ୍ଭର ଆଜ୍ଞାକୁ ପାଳନ କଲ ନାହିଁ, ଆମ୍ଭେ ତୁମ୍ଭଠାରୁ ରାଜ୍ୟ ଛଡ଼େଇ ନେଇ ତୁମ୍ଭର ଦାସକୁ ଦେବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, ତୁମ୍ଭ ଦ୍ଵାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା। Viz kapitolaଓଡିଆ ବାଇବେଲ11 ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା। Viz kapitola |