Online Bible

- Reklamy -




1 ରାଜାବଳୀ 11:12 - ପବିତ୍ର ବାଇବଲ

12 ଯେହେତୁ ଆମ୍ଭେ ତୁମ୍ଭର ପିତା ଦାଉଦଙ୍କୁ ଭଲ ପାଉଥିଲୁ। ତୁମ୍ଭ ଜୀବିତାବସ୍ଥାରେ ତୁମ୍ଭଠାରୁ ରାଜ୍ୟ ନେବା ନାହିଁ। ମାତ୍ର ତୁମ୍ଭର ପୁତ୍ର ରାଜା ହେଲା ପରେ ତାଙ୍କଠାରୁ ରାଜ୍ୟ ଛଡ଼େଇ ନେବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।

Viz kapitola kopírovat

ଓଡିଆ ବାଇବେଲ

12 ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।

Viz kapitola kopírovat




1 ରାଜାବଳୀ 11:12

Následuj nás:

Reklamy


Reklamy