1 ରାଜାବଳୀ 11:13 - ପବିତ୍ର ବାଇବଲ13 ତଥାପି ସମୁଦାୟ ରାଜ୍ୟ ତୁମ୍ଭ ପୁତ୍ରଠାରୁ ଆମ୍ଭେ ଛଡ଼େଇ ନେବାକୁ ଯାଉ ନାହୁଁ। ତୁମ୍ଭର ପୁତ୍ରକୁ ଏକ ପରିବାରବର୍ଗକୁ ଶାସନ କରିବାକୁ ଦେବା। ଆମ୍ଭେ ଏପରି କରିବା କାରଣ ଆମ୍ଭେ ଆପଣା ଦାସ ଦାଉଦଙ୍କୁ ଭଲ ପାଉ ଓ ଯିରୁଶାଲମ ଆମ୍ଭର ମନୋନୀତ ନଗର ଅଟେ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା । Viz kapitolaଓଡିଆ ବାଇବେଲ13 ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।” Viz kapitola |