1 ରାଜାବଳୀ 11:15 - ପବିତ୍ର ବାଇବଲ15 ଏହା ଯାହା ହୋଇଥିଲା, ଦାଉଦ ଇଦୋମକୁ ପରାସ୍ତ କଲେ ଓ ତାଙ୍କର ସେନାପତି ଯୋୟାବକୁ ମୃତ ଲୋକମାନଙ୍କୁ କବର ଦେବାକୁ ଇଦୋମକୁ ପଠାଇଲେ। ଯୋୟାବ ଇଦୋମର ସମସ୍ତ ଲୋକଙ୍କୁ ହତ୍ୟା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା; Viz kapitolaଓଡିଆ ବାଇବେଲ15 ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା; Viz kapitola |