1 ରାଜାବଳୀ 11:19 - ପବିତ୍ର ବାଇବଲ19 ଫାରୋ ହଦଦଙ୍କୁ ଅତି ଭଲ ପାଉଥିଲେ। ସେ ନିଜ ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲା; Viz kapitolaଓଡିଆ ବାଇବେଲ19 ପୁଣି, ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକୁ ତାହା ସଙ୍ଗେ ବିବାହ ଦେଲା; Viz kapitola |