1 ରାଜାବଳୀ 11:21 - ପବିତ୍ର ବାଇବଲ21 ମିଶରରେ ଥାଇ ହଦଦ୍ ସମ୍ବାଦ ପାଇଲେ ଦାଉଦଙ୍କର ମୃତ୍ୟୁ ହୋଇଛି ଓ ତାଙ୍କର ସେନାପତି ଯୋୟାବ ମଧ୍ୟ ମୃତ। ତେଣୁ ସେ ରାଜା ଫାରୋଙ୍କୁ କହିଲେ, “ମୋତେ ସ୍ୱଦେଶକୁ ଯିବାକୁ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ଵଦେଶକୁ ଯିବି। Viz kapitolaଓଡିଆ ବାଇବେଲ21 ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।” Viz kapitola |