1 ରାଜାବଳୀ 11:23 - ପବିତ୍ର ବାଇବଲ23 ପୁଣି ପରମେଶ୍ୱର ଇଲିୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ। ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆହୁରି ପରମେଶ୍ଵର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା; Viz kapitolaଓଡିଆ ବାଇବେଲ23 ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା; Viz kapitola |