1 ରାଜାବଳୀ 11:25 - ପବିତ୍ର ବାଇବଲ25 ରଷୋଣ ଅରାମରେ ରାଜତ୍ୱ କଲା। ସେ ଇସ୍ରାଏଲକୁ ଘୃଣା କଲା। ସେ ଶଲୋମନଙ୍କର ଓ ଇସ୍ରାଏଲର ଯାବଜ୍ଜୀବନ ବିପକ୍ଷ ହୋଇଥିଲା। ରଷୋଣ ଓ ହଦଦ୍ ଇସ୍ରାଏଲର ଅତି ଉତ୍ପାତର କାରଣ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ ସେ ହଦଦ୍ର କୃତ ଉତ୍ପାତ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା। Viz kapitolaଓଡିଆ ବାଇବେଲ25 ଆଉ ସେ ହଦଦ୍ର କୃତ ମନ୍ଦକର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ସେ ହଦଦ୍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା। Viz kapitola |