Online Bible

- Reklamy -




1 ରାଜାବଳୀ 11:26 - ପବିତ୍ର ବାଇବଲ

26 ତା'ପରେ ଶଲୋମନଙ୍କର ଦାସ ଯାରବିୟାମ ମଧ୍ୟ ରାଜାଙ୍କର ବିପକ୍ଷରେ ବିଦ୍ରୋହ କଲେ। ସେ ସରେଦା ନଗର ନିବାସୀ ଇଫ୍ରୟିମଙ୍କ ପରିବାରବର୍ଗ ଥିଲେ। ତାଙ୍କର ମାତାଙ୍କର ନାମ ସରୁୟା, ସେ ଜଣେ ବିଧବା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।

Viz kapitola kopírovat

ଓଡିଆ ବାଇବେଲ

26 ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।

Viz kapitola kopírovat




1 ରାଜାବଳୀ 11:26

Následuj nás:

Reklamy


Reklamy