Online Bible

- Reklamy -




1 ରାଜାବଳୀ 11:27 - ପବିତ୍ର ବାଇବଲ

27 ଏଠାରେ କୈଫିୟତ ଯୋଗ୍ୟ ଅଟେ ଯେ, କିପରି ଓ କାହିଁକି ଯାରବିୟାମ, ରାଜାଙ୍କ ବିରୁଦ୍ଧରେ ଉଠିଲେ। ସେହି ଦିନଗୁଡ଼ିକରେ ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ପ୍ରାଚୀର ନିର୍ମାଣ କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନର୍ନିର୍ମାଣ କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

27 ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନଃନିର୍ମାଣ କରୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।

Viz kapitola kopírovat




1 ରାଜାବଳୀ 11:27

Následuj nás:

Reklamy


Reklamy