Online Bible

- Reklamy -

1 ରାଜାବଳୀ 11:28 - ପବିତ୍ର ବାଇବଲ

28 ସେ ସମୟରେ ଯାରବିୟାମ ମହାବିକ୍ରମଶାଳୀ ଯୁବକ ଥିଲେ। ସେହିପରି ଏକ ଉତ୍ତମ କର୍ମୀକୁ ପାଇ, ରାଜା ଶଲୋମନ ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ନ୍ୟସ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।

Viz kapitola kopírovat

1 ରାଜାବଳୀ 11:28

Následuj nás:

Reklamy

Reklamy