Online Bible

- Reklamy -




1 ରାଜାବଳୀ 11:29 - ପବିତ୍ର ବାଇବଲ

29 ଥରେ ଯାରବିୟାମ ଯିରୁଶାଲମ ବାହାରକୁ ଯାଉଥିଲା ବେଳେ ଶୀଲୋର ଭବିଷ୍ୟ‌ଦ୍‌ବକ୍ତା ଅହିୟଙ୍କ ସହିତ ତାଙ୍କର ବାଟରେ ଦେଖା ହେଲା। ଅହିୟ ଏକ ନୂତନ ବସ୍ତ୍ର ପରିଧାନ କରିଥିଲେ ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଘଟନାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

29 ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯା’ନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍‍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍‍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।

Viz kapitola kopírovat




1 ରାଜାବଳୀ 11:29

Následuj nás:

Reklamy


Reklamy