1 ରାଜାବଳୀ 11:31 - ପବିତ୍ର ବାଇବଲ31 ତତ୍ପରେ ଅହିୟ ଯାରବିୟାମଙ୍କୁ କହିଲା, “ତୁମ୍ଭ ନିଜ ପାଇଁ ଦଶଖଣ୍ତ ନିଅ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରିଦେବା ତୁମ୍ଭକୁ ଦଶ ଗୋଷ୍ଠୀ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ ଯାରବୀୟାମଙ୍କୁ କହିଲା, ତୁମ୍ଭେ ଆପଣା ପାଇଁ ଦଶଖଣ୍ତ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା। Viz kapitolaଓଡିଆ ବାଇବେଲ31 ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା। Viz kapitola |