1 ରାଜାବଳୀ 11:34 - ପବିତ୍ର ବାଇବଲ34 ମୁଁ ଶଲୋମନର ପରିବାରରୁ ରାଜ୍ୟ ଛଡ଼େଇ ନେବି। କିନ୍ତୁ ମୋର ସେବକ ଦାଉଦ ନିମନ୍ତେ ଯିଏ କି ମୋର ଆଜ୍ଞା ଓ ବିଧି ପାଳନ କଲା। ମୁଁ ଶଲୋମନକୁ ତା'ର ମୃତ୍ୟୁ ପର୍ଯ୍ୟନ୍ତ ଶାସନ କରିବାକୁ ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା; Viz kapitolaଓଡିଆ ବାଇବେଲ34 ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା; Viz kapitola |