1 ରାଜାବଳୀ 11:36 - ପବିତ୍ର ବାଇବଲ36 ତା'ର ଗୋଟିଏ ପୁତ୍ରର ପରିବାରକୁ ମୁଁ ଶାସନ କରିବା ପାଇଁ ଦେବି। ଯାହା ଫଳରେ ମୋର ସେବକ ଦାଉଦର ବଂଶ ଯିରୁଶାଲମରେ ମୋ’ ଆଗରେ ରାଜତ୍ୱ କରିବ। ସେହି ସହରରେ ମୋର ନାମ ସ୍ଥାପନ ପାଇଁ ପସନ୍ଦ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା। Viz kapitolaଓଡିଆ ବାଇବେଲ36 ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା। Viz kapitola |