Online Bible

- Reklamy -




1 ରାଜାବଳୀ 11:38 - ପବିତ୍ର ବାଇବଲ

38 ଆଉ ଯଦି ତୁମ୍ଭେ ମୋର ଦାସ ଦାଉଦଙ୍କ ପରି ମୋର ବିଧି ଓ ଆଜ୍ଞା ପାଳନ କରିବ, ମୋ’ ପଥରେ ଗ୍ଭଲିବ ଓ ଠିକ୍ ଭାବରେ ଜୀବନଯାପନ କରିବ, ତେବେ ମୁଁ ତୁମ୍ଭ ସହିତ ରହିବି ଓ ମୁଁ ତୁମ୍ଭ ପାଇଁ ଏକ ସାମ୍ରାଜ୍ୟ ପ୍ରତିଷ୍ଠା କରିବି ଓ ଦାଉଦ ପରି ତୁମ୍ଭକୁ ଇସ୍ରାଏଲରେ ଶାସନ କରିବାକୁ ଦେବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ ଓ ଆମ୍ଭ ବିଧି ଓ ଆମ୍ଭ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।

Viz kapitola kopírovat

ଓଡିଆ ବାଇବେଲ

38 ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।

Viz kapitola kopírovat




1 ରାଜାବଳୀ 11:38

Následuj nás:

Reklamy


Reklamy