1 ରାଜାବଳୀ 11:40 - ପବିତ୍ର ବାଇବଲ40 ଏହି କାରଣରୁ ଶଲୋମନ ଯାରବିୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ। ମାତ୍ର ଯାରବିୟାମ ମିଶରର ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କ ମୃତ୍ୟୁ ପର୍ଯ୍ୟନ୍ତ ମିଶରରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସ୍ରୀୟ ରାଜା ଶୀଶକ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ। Viz kapitolaଓଡିଆ ବାଇବେଲ40 ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସ୍ରୀୟ ରାଜା ଶୀଶକ୍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସରୀୟ ରାଜା ଶୀଶକ୍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ। Viz kapitola |