1 ରାଜାବଳୀ 11:43 - ପବିତ୍ର ବାଇବଲ43 ତା'ପରେ ଶଲୋମନ ମୃତ୍ୟୁବରଣ କଲେ ଓ ପିତୃଲୋକଙ୍କ ସହିତ ନିଜ ପିତା ଦାଉଦ ନଗରରେ କବର ପାଇଲେ। ତା'ପରେ ତାହାଙ୍କ ପୁତ୍ର ରିହବିୟାମ ରାଜା ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ତହିଁ ଉତ୍ତାରେ ଶଲୋମନ ଆପଣା ପିତୃଲୋକଙ୍କର ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ43 ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ। Viz kapitola |