Online Bible

- Reklamy -




1 ରାଜାବଳୀ 11:5 - ପବିତ୍ର ବାଇବଲ

5 ଶଲୋମନ ସୀଦୋନୀୟମାନଙ୍କ ଦେବତା ଅଷ୍ଟାରୋତକୁ ଓ ଅମ୍ମୋନୀୟମାନଙ୍କ ଭୟଙ୍କର ମୂର୍ତ୍ତି ମି‌ଲ୍‌‌‌କମର ଉପାସନା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ଘୃଣାଯୋଗ୍ୟ ମିଲ୍‍କମର ପଶ୍ଚାତ୍ଗାମୀ ହେଲେ।

Viz kapitola kopírovat

ଓଡିଆ ବାଇବେଲ

5 ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ।

Viz kapitola kopírovat




1 ରାଜାବଳୀ 11:5

Následuj nás:

Reklamy


Reklamy