1 ରାଜାବଳୀ 11:6 - ପବିତ୍ର ବାଇବଲ6 ତେଣୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଶଲୋମନ ତାହା ହିଁ ଅନୁସରଣ କଲେ। ସେ ନିଜ ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାଦ୍ଗାମୀ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ। Viz kapitolaଓଡିଆ ବାଇବେଲ6 ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ। Viz kapitola |