1 ରାଜାବଳୀ 11:8 - ପବିତ୍ର ବାଇବଲ8 ତା'ପରେ ଶଲୋମନ ତାଙ୍କର ବିଦେଶୀୟା ପତ୍ନୀମାନଙ୍କ ପାଇଁ ସେମାନଙ୍କର ନିଜ ନିଜର ମୂର୍ତ୍ତି ଦେବତାଗଣ ନିର୍ମାଣ କଲେ। ତାଙ୍କର ପତ୍ନୀମାନେ ସେହି ଦେବତାଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଇଲେ ଓ ସେମାନଙ୍କୁ ବଳିଦାନଗୁଡ଼ିକ ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପନିୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ବଳିଦାନ କଲେ, ସେସମସ୍ତଙ୍କ ପାଇଁ ସେ ସେପରି କଲେ। Viz kapitolaଓଡିଆ ବାଇବେଲ8 ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ। Viz kapitola |