1 ରାଜାବଳୀ 11:9 - ପବିତ୍ର ବାଇବଲ9 ଶଲୋମନଙ୍କ ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା। ତେଣୁ ସଦାପ୍ରଭୁ ତାଙ୍କ ପ୍ରତି କ୍ରୋଧ ହେଲେ। ଅତୀତରେ ସେ ଶଲୋମନ ରାଜାଙ୍କୁ ଦୁଇଥର ଦର୍ଶନ ଦେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ Viz kapitolaଓଡିଆ ବାଇବେଲ9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ Viz kapitola |