Online Bible

- Reklamy -




1 ରାଜାବଳୀ 2:13 - ପବିତ୍ର ବାଇବଲ

13 ତା'ପରେ ହଗୀତର ପୁତ୍ର ଅଦୋନିୟ ଶଲୋମନଙ୍କର ମାତା ବ‌ତ୍‌ଶେବା ନିକଟକୁ ଆସିଲେ। ବ‌ତ୍‌ଶେବା ତାଙ୍କୁ ପଗ୍ଭରିଲେ, “ଶାନ୍ତିରେ ଆସିଲ ତ?” ଅଦୋନିୟ ଉତ୍ତର ଦେଲେ, “ହଁ, ଶାନ୍ତିରେ ଆସିଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, କୁଶଳରେ ଆସିଲ? ସେ ଉତ୍ତର କଲା, କୁଶଳରେ।

Viz kapitola kopírovat

ଓଡିଆ ବାଇବେଲ

13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ ?” ସେ ଉତ୍ତର କଲା, “କୁଶଳରେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।”

Viz kapitola kopírovat




1 ରାଜାବଳୀ 2:13

Následuj nás:

Reklamy


Reklamy