Online Bible

- Reklamy -




1 ରାଜାବଳୀ 2:15 - ପବିତ୍ର ବାଇବଲ

15 ଅଦୋନିୟ କହିଲେ, “ତୁମ୍ଭେ ଜାଣ ଏକ ସମୟରେ ଏ ରାଜ୍ୟ ମୋର ଥିଲା। ସମସ୍ତ ଇସ୍ରାଏଲୀୟଗଣ ମୋତେ ରାଜା ହେବା ପାଇଁ ପସନ୍ଦ କରିଥିଲେ। କିନ୍ତୁ ମୋର ଭାଇ ରାଜା ହୋଇ ଯାଇଛି। ଏହା ସଦାପ୍ରଭୁଙ୍କର ଇଚ୍ଛା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ସେ କହିଲା, ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।

Viz kapitola kopírovat

ଓଡିଆ ବାଇବେଲ

15 ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋ’ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋ’ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।

Viz kapitola kopírovat




1 ରାଜାବଳୀ 2:15

Následuj nás:

Reklamy


Reklamy