1 ରାଜାବଳୀ 2:20 - ପବିତ୍ର ବାଇବଲ20 ବତ୍ଶେବା କହିଲେ, “ତୁମ୍ଭ ନିକଟରେ ମୋର ଏକ ଛୋଟ ନିବେଦନ ଅଛି, ମୋତେ ନାସ୍ତି କରିବ ନାହିଁ।” ତହୁଁ ରାଜା କହିଲେ, “ହେ ମାତା, କୁହ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ତେବେ ସେ କହିଲେ, ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର। ତହୁଁ ରାଜା ତାଙ୍କୁ କହିଲେ, ମୋହର ମାତଃ, କୁହ; କାରଣ ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ। Viz kapitolaଓଡିଆ ବାଇବେଲ20 ତେବେ ସେ କହିଲେ, “ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର।” ତହୁଁ ରାଜା ତାଙ୍କୁ କହିଲେ, “ମୋହର ମାତା, କୁହ; କାରଣ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତେବେ ସେ କହିଲେ, “ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର।” ତହୁଁ ରାଜା ତାଙ୍କୁ କହିଲେ, “ମୋହର ମାତା, କୁହ; କାରଣ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।” Viz kapitola |