1 ରାଜାବଳୀ 2:23 - ପବିତ୍ର ବାଇବଲ23 ରାଜା ଶଲୋମନ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରି କହିଲେ, “ମୁଁ ଶପଥ କରୁଛି ଯେ, ମୁଁ ଅଦୋନିୟକୁ ଏଥିପାଇଁ ମୂଲ୍ୟ ଦିଆ କରାଇବି ଏବଂ ତା'ର ଜୀବନ ନେବି। ଅଦୋନିୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Viz kapitolaଓଡିଆ ବାଇବେଲ23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Viz kapitola |